Online Bible

- Reklamy -




2 ରାଜାବଳୀ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରା; ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।

Viz kapitola kopírovat

ଓଡିଆ ବାଇବେଲ

4 ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।

Viz kapitola kopírovat

ପବିତ୍ର ବାଇବଲ

4 ପରେ ହୋଶେୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାଯ୍ୟ ପାଇଁ ପଗ୍ଭରିଲେ। ଅଶୂରର ରାଜା ହୋଶେୟଙ୍କର ଏ ଚକ୍ରାନ୍ତ ବିଷୟରେ ଜାଣିବାକୁ ପାଇଲେ। ହୋଶେୟ ମଧ୍ୟ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭେଟି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହୋଶେୟଙ୍କୁ ବନ୍ଦୀ କରି କରାଗାରରେ ରଖିଲେ।

Viz kapitola kopírovat




2 ରାଜାବଳୀ 17:4

Následuj nás:

Reklamy


Reklamy