2 ରାଜାବଳୀ 17:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନ-ଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି। Viz kapitolaଓଡିଆ ବାଇବେଲ41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି। Viz kapitolaପବିତ୍ର ବାଇବଲ41 ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସେମାନେ ମଧ୍ୟ ଭଣ୍ତ ଦେବତାମାନଙ୍କର ସେବା କଲେ। ସେମାନଙ୍କର ପୁତ୍ର ଓ ପୌତ୍ରଗଣ ମଧ୍ୟ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସେହିପରି କାର୍ଯ୍ୟ କରି ଆସୁଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଏହିସବୁ କରୁଛନ୍ତି। Viz kapitola |