Online Bible

- Reklamy -




2 ରାଜାବଳୀ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

Viz kapitola kopírovat

ଓଡିଆ ବାଇବେଲ

8 ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ।

Viz kapitola kopírovat

ପବିତ୍ର ବାଇବଲ

8 ଜାତିମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟଗୁଡ଼ିକ ସେମାନେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ୟାଗ କରିବାକୁ ବାଧ୍ୟ ହେଲେ, ଯେତେବେଳେ ଇସ୍ରାଏଲ ଲୋକମାନେ ଆସିଲେ।

Viz kapitola kopírovat




2 ରାଜାବଳୀ 17:8

Následuj nás:

Reklamy


Reklamy