2 ରାଜାବଳୀ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitolaଓଡିଆ ବାଇବେଲ1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର, ହୋଶେୟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଆହସଙ୍କ ପୁତ୍ର ହିଜକିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ। Viz kapitola |