Online Bible

- Reklamy -




2 ରାଜାବଳୀ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।

Viz kapitola kopírovat

ପବିତ୍ର ବାଇବଲ

10 ତୃତୀୟ ବର୍ଷ ଶେଷରେ ସେମାନେ ତାକୁ ଅଧିକାର କଲେ। ହିଜକିୟଙ୍କ ରାଜତ୍ୱର ଷଷ୍ଠ ବର୍ଷରେ ଓ ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଏହା ଅଧିକୃତ ହେଲା।

Viz kapitola kopírovat




2 ରାଜାବଳୀ 18:10

Následuj nás:

Reklamy


Reklamy