Online Bible

- Reklamy -




2 ରାଜାବଳୀ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା।

Viz kapitola kopírovat

ଓଡିଆ ବାଇବେଲ

13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।

Viz kapitola kopírovat

ପବିତ୍ର ବାଇବଲ

13 ଅନନ୍ତର ହିଜକିୟଙ୍କର ରାଜତ୍ୱର ଚତୁଃର୍ଦ୍ଦଶ ବର୍ଷରେ ଅଶୂରର ରାଜା ସ‌ନ୍‌ହେରୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।

Viz kapitola kopírovat




2 ରାଜାବଳୀ 18:13

Následuj nás:

Reklamy


Reklamy