2 ରାଜାବଳୀ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍କୀୟର ପୁତ୍ର ଇଲୀୟାକିମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ। Viz kapitolaଓଡିଆ ବାଇବେଲ18 ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ18 ପୁଣି ସେମାନେ ରାଜା ହିଲ୍କିୟଙ୍କୁ ଡାକନ୍ତେ ହିଲ୍କିୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ସେମାନଙ୍କୁ ଭେଟିବାକୁ ବାହାରିଲେ। Viz kapitola |