2 ରାଜାବଳୀ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’ Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି? Viz kapitolaଓଡିଆ ବାଇବେଲ22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ;’ ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି ?’ Viz kapitolaପବିତ୍ର ବାଇବଲ22 ତୁମ୍ଭେମାନେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ।” କିନ୍ତୁ ମୁଁ ଜାଣେ ହିଜକିୟ ଯେଉଁ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିରେ ଲୋକମାନେ ପୂଜା କରୁଥିଲେ ସେ ସେଗୁଡ଼ିକୁ ଦୂରେଇ ଦେଇଛନ୍ତି ଆଉ ଯିହୁଦାକୁ ଯିରୁଶାଲମକୁ କହିଛନ୍ତି “ତୁମ୍ଭେମାନେ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବ।” Viz kapitola |