2 ରାଜାବଳୀ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର। Viz kapitolaଓଡିଆ ବାଇବେଲ25 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ‘ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’” Viz kapitolaପବିତ୍ର ବାଇବଲ25 ‘ସଦାପ୍ରଭୁଙ୍କ ବିନା ମୁଁ ଏ ଦେଶ ଧଂସ କରିବାକୁ ଆସି ନାହିଁ। ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଅ ଓ ତାକୁ ଧ୍ୱଂସ କର!”’” Viz kapitola |