2 ରାଜାବଳୀ 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଥିରେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ। Viz kapitolaଓଡିଆ ବାଇବେଲ26 ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।” Viz kapitolaପବିତ୍ର ବାଇବଲ26 ତା'ପରେ ହିଲ୍କିୟର ପୁତ୍ର ଇଲିୟାକୀମ୍, ଶିବନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭେମାନେ ତାହା ବୁଝୁଅଛୁ। କିନ୍ତୁ ଆପଣ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।” Viz kapitola |