2 ରାଜାବଳୀ 18:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)31 ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର; Viz kapitolaଓଡିଆ ବାଇବେଲ31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ‘ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର। Viz kapitolaପବିତ୍ର ବାଇବଲ31 ହିଜକିୟଙ୍କ କଥା ଶୁଣ ନାହିଁ। ଅଶୂରର ରାଜା ଏହିକଥା କହନ୍ତି, ତୁମ୍ଭେମାନେ ମୋ’ ସହିତ ଶାନ୍ତି କର ଓ ମୋ’ ନିକଟକୁ ଆସ। ତାହାହେଲେ କେବଳ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତା'ର ଦ୍ରାକ୍ଷାଲତାରୁ ଓ ଡିମ୍ବିରି ବୃକ୍ଷରୁ ଫଳ ଭୋଜନ କରି ପାରିବ ଓ ତା'ର ନିଜ କୂଅରୁ ଜଳପାନ କରି ପାରିବ। Viz kapitola |