Online Bible

- Reklamy -




2 ରାଜାବଳୀ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ ନେଇଯିବି ଯେଉଁଠାରେ ଶସ୍ୟ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜୀତତୈଳ ଓ ମଧୂ ବିପୁଳ ପରିମାଣରେ ଅଛି, ସେଠାରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିୟଙ୍କ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।’

Viz kapitola kopírovat




2 ରାଜାବଳୀ 18:32

Následuj nás:

Reklamy


Reklamy