2 ରାଜାବଳୀ 18:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitolaଓଡିଆ ବାଇବେଲ36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitolaପବିତ୍ର ବାଇବଲ36 ମାତ୍ର ଲୋକମାନେ ନୀରବ ରହିଲେ। ସେମାନେ ପଦେ ହେଲେ ରବ୍ଶାକିକୁ ଉତ୍ତର କଲେ ନାହିଁ, କାରଣ ହିଜକିୟ ସେମାନଙ୍କୁ ଆଦେଶ କରିଥିଲେ, “କୌଣସି କଥା ତାଙ୍କୁ କହିବ ନାହିଁ।” Viz kapitola |