Online Bible

- Reklamy -




2 ରାଜାବଳୀ 18:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଏଉତ୍ତାରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ।

Viz kapitola kopírovat

ଓଡିଆ ବାଇବେଲ

37 ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ

37 ହି‌ଲ୍‌‌‌କିୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶି‌ବ୍‌ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜକିୟ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।

Viz kapitola kopírovat




2 ରାଜାବଳୀ 18:37

Následuj nás:

Reklamy


Reklamy