Online Bible

- Reklamy -




2 ରାଜାବଳୀ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ, ସେ ଯେକୌଣସି କାର୍ଯ୍ୟ କଲେ ସବୁରେ କୃତକାର୍ଯ୍ୟ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।

Viz kapitola kopírovat




2 ରାଜାବଳୀ 18:7

Následuj nás:

Reklamy


Reklamy