Online Bible

- Reklamy -




2 ରାଜାବଳୀ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।

Viz kapitola kopírovat

ଓଡିଆ ବାଇବେଲ

9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍‍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍‍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।

Viz kapitola kopírovat

ପବିତ୍ର ବାଇବଲ

9 ଅନନ୍ତର ଯିହୁଦାର ରାଜା ହିଜକିୟଙ୍କର ରାଜତ୍ୱର ଚତୁର୍ଥ ବର୍ଷରେ ଓ ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ୱର ସପ୍ତମ ବର୍ଷରେ ଅଶୂରର ରାଜା ସ‌ଲ୍‌‌‌ମନେଷର ଶମରିୟା ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇ ତାଙ୍କୁ ଅବରୋଧ କଲେ।

Viz kapitola kopírovat




2 ରାଜାବଳୀ 18:9

Následuj nás:

Reklamy


Reklamy