2 ରାଜାବଳୀ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ। Viz kapitolaଓଡିଆ ବାଇବେଲ10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ। Viz kapitolaପବିତ୍ର ବାଇବଲ10 “ତୁମ୍ଭେମାନେ ଯିହୁଦାର ରାଜା ହିଜକିୟଙ୍କୁ ଏହିକଥା କହିବ, ‘ତୁମ୍ଭର ପରମେଶ୍ୱର ଯାହାଙ୍କୁ ବିଶ୍ୱାସ କର ତୁମ୍ଭମାନଙ୍କୁ କଥାରେ ଭୁଲ୍ ବାଟରେ ନ ନିଅନ୍ତୁ, ଯିରୁଶାଲମ ଅଶୂରୀୟ ରାଜାଙ୍କ ଦ୍ୱାରା ଅଧିକୃତ ହେବ ନାହିଁ। Viz kapitola |