2 ରାଜାବଳୀ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ; ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲେ। Viz kapitolaଓଡିଆ ବାଇବେଲ14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ। Viz kapitolaପବିତ୍ର ବାଇବଲ14 ହିଜକିୟ ତାଙ୍କର ଦୂତମାନଙ୍କଦ୍ୱାରା ପଠାଯାଇଥିବା ଚିଠିଟିକୁ ପାଠକଲେ। ତା'ପରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ଚିଠିଟିକୁ ମେଲାଇ ଦେଲେ। Viz kapitola |