2 ରାଜାବଳୀ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। Viz kapitolaଓଡିଆ ବାଇବେଲ16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। Viz kapitolaପବିତ୍ର ବାଇବଲ16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ୱରଙ୍କୁ ଅପମାନ କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। Viz kapitola |