2 ରାଜାବଳୀ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ଵର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ। Viz kapitolaଓଡିଆ ବାଇବେଲ19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।” Viz kapitolaପବିତ୍ର ବାଇବଲ19 ତେଣୁ ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଛି। ଅଶୂରର ରାଜା ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତେଣୁ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।” Viz kapitola |