2 ରାଜାବଳୀ 19:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’” Viz kapitolaପବିତ୍ର ବାଇବଲ20 ଏହା ପରେ ଆମୋସର ପୁତ୍ର ଯିଶାଇୟ ହିଜକିୟଙ୍କ ନିକଟକୁ କହି ପଠାଇଲେ। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ। Viz kapitola |