Online Bible

- Reklamy -




2 ରାଜାବଳୀ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ।

Viz kapitola kopírovat

ଓଡିଆ ବାଇବେଲ

22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ !”

Viz kapitola kopírovat

ପବିତ୍ର ବାଇବଲ

22 କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧରେ କହିଲା? ତେଣୁ ତୁମ୍ଭେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ଯ୍ୟ କଲ।

Viz kapitola kopírovat




2 ରାଜାବଳୀ 19:22

Následuj nás:

Reklamy


Reklamy