2 ରାଜାବଳୀ 19:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର। Viz kapitolaଓଡିଆ ବାଇବେଲ29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର। Viz kapitolaପବିତ୍ର ବାଇବଲ29 “ହେ ହିଜକିୟ, ଏହା ତୁମ୍ଭ ପ୍ରତି ମୋର ସାହାଯ୍ୟର ଚିହ୍ନ ହେବ। ଏହି ବର୍ଷ ତୁମ୍ଭେମାନେ ସ୍ୱୟଂ କ୍ଷେତରେ ବଢ଼ିଥିବା ଶସ୍ୟ ଭୋଜନ କରିବ ଓ ପର ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ମାତ୍ର ତୃତୀୟ ବର୍ଷ ତୁମ୍ଭେ ବୁଣିଥିବା ଶସ୍ୟ କାଟିବ ଓ ତୁମ୍ଭଦ୍ୱାରା ରୋପିତ ଦ୍ରାକ୍ଷାକ୍ଷେତ୍ରରୁ ଫଳ ଭୋଜନ କରିବ। Viz kapitola |