Online Bible

- Reklamy -




2 ରାଜାବଳୀ 19:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

35 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ଅଶୂରୀୟମାନଙ୍କର ଛାଉଣିରେ 185,000 ଲୋକ ସଂହାର କଲେ। ଅବଶିଷ୍ଟ ସୈନ୍ୟମାନେ ପ୍ରଭାତରେ ମୃତ ଶରୀର ଦେଖିଲେ।

Viz kapitola kopírovat




2 ରାଜାବଳୀ 19:35

Následuj nás:

Reklamy


Reklamy