2 ରାଜାବଳୀ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର। Viz kapitolaଓଡିଆ ବାଇବେଲ4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’” Viz kapitolaପବିତ୍ର ବାଇବଲ4 ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।” Viz kapitola |