2 ରାଜାବଳୀ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ। Viz kapitolaଓଡିଆ ବାଇବେଲ6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ6 ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭର ମହାଶୟ ହିଜକିୟଙ୍କୁ ଏହି ସମ୍ବାଦ ଦିଅ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଅଧିକାରୀମାନେ ଆମ୍ଭମାନଙ୍କୁ ନିନ୍ଦା କରିବାର କଥା ତୁମ୍ଭେ ଶୁଣି ଅଛ, ସେ କଥାରେ ଭୀତ ହୁଅ ନାହିଁ।” Viz kapitola |