2 ରାଜାବଳୀ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି? Viz kapitolaଓଡିଆ ବାଇବେଲ18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କ’ଣ ତୁମ୍ଭମାନଙ୍କୁ କହି ନ ଥିଲି।” Viz kapitolaପବିତ୍ର ବାଇବଲ18 ପୁଣି ସେମାନେ ଯିରୀହୋରେ ଇଲୀଶାୟ ନିକଟକୁ ଯାଇ କହିଲେ, “ସେମାନେ ଏଲିୟଙ୍କୁ ପାଇଲେ ନାହିଁ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭମାନଙ୍କୁ ନ ଯିବା ପାଇଁ ମୁଁ କହିଥିଲି।” Viz kapitola |