2 ରାଜାବଳୀ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ। Viz kapitolaଓଡିଆ ବାଇବେଲ19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।” Viz kapitolaପବିତ୍ର ବାଇବଲ19 ନଗରର ଲୋକମାନେ ଇଲୀଶାୟ ନିକଟକୁ ଯାଇ କହିଲେ, “ମହାଶୟ ତୁମ୍ଭେ ଦେଖି ପାରିବ ଯେ, ଏହି ନଗରଟି ଅତି ସୁନ୍ଦର ଭାବରେ ଅବସ୍ଥିତ ଅଛି। ମାତ୍ର ଏହାର ଜଳ ଅତ୍ୟନ୍ତ ଦୂଷିତ ହୋଇଯାଇଛି, ତେଣୁ ଭୂମି ଉତ୍ତମ ଶସ୍ୟ ଦେଉ ନାହିଁ।” Viz kapitola |