Online Bible

- Reklamy -




2 ରାଜାବଳୀ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସେ କହିଲେ, ମୋʼ କତିକି ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ। ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

20 ତହିଁରେ ସେ କହିଲେ, “ମୋ’ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

20 ଇଲୀଶାୟ କହିଲେ, “ମୋତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।” ତହୁଁ ଲୋକମାନେ ପାତ୍ରଟିଏ ଆଣି ଇଲୀଶାୟଙ୍କୁ ଦେଲେ।

Viz kapitola kopírovat




2 ରାଜାବଳୀ 2:20

Následuj nás:

Reklamy


Reklamy