Online Bible

- Reklamy -




2 ରାଜାବଳୀ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା।

Viz kapitola kopírovat

ଓଡିଆ ବାଇବେଲ

23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”

Viz kapitola kopírovat

ପବିତ୍ର ବାଇବଲ

23 ଅନନ୍ତର ଇଲୀଶାୟ ବୈଥେ‌ଲ୍‌କୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତେକ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, “ଆରେ ଚନ୍ଦା ମୁଣ୍ତିଆ! ଉପରକୁ ଯା, ଆରେ ଚନ୍ଦା ମୁଣ୍ତିଆ ଉପରକୁ ଯା!”

Viz kapitola kopírovat




2 ରାଜାବଳୀ 2:23

Následuj nás:

Reklamy


Reklamy