2 ରାଜାବଳୀ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ24 ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ତା'ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କ ମଧ୍ୟରୁ ବୟାଳିଶ୍ ଜଣଙ୍କୁ ଧରି ଚିରି ପକାଇଲେ। Viz kapitola |