2 ରାଜାବଳୀ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି। ଏଥିରେ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ତହୁଁ ସେମାନେ ଯିରୀହୋକୁ ଗଲେ। Viz kapitolaଓଡିଆ ବାଇବେଲ4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ। Viz kapitolaପବିତ୍ର ବାଇବଲ4 ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।” ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ। Viz kapitola |