Online Bible

- Reklamy -




2 ରାଜାବଳୀ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି। ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ। ଏଥିରେ ସେ ଦୁହେଁ ଅଗ୍ରସର ହେଲେ।

Viz kapitola kopírovat

ଓଡିଆ ବାଇବେଲ

6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।

Viz kapitola kopírovat

ପବିତ୍ର ବାଇବଲ

6 ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।

Viz kapitola kopírovat




2 ରାଜାବଳୀ 2:6

Následuj nás:

Reklamy


Reklamy