Online Bible

- Reklamy -




2 ରାଜାବଳୀ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

11 ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

11 ତା'ପରେ ଯିଶାଇୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ଏଥିରେ ସଦାପ୍ରଭୁ ଛାୟାକୁ କଲେ ଯେ, ତାହା ଦଶ ପାଉଣ୍ତ ଆଗକୁ ଯାଇ ପଛକୁ ଘୁଞ୍ଚି ଆସିଲା।

Viz kapitola kopírovat




2 ରାଜାବଳୀ 20:11

Následuj nás:

Reklamy


Reklamy