Online Bible

- Reklamy -




2 ରାଜାବଳୀ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ

13 ହିଜକିୟ ବାବିଲର ଲୋକମାନଙ୍କୁ ଅଭିନନ୍ଦନ ଦେଲେ ଓ ତାଙ୍କ ଗୃହରେ ଥିବା ସମୁଦାୟ ମୂଲ୍ୟବାନ୍ ପଦାର୍ଥଗୁଡ଼ିକ, ଯଥା: ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ, ଅସ୍ତ୍ର ଶସ୍ତ୍ର ଓ ଭଣ୍ତାରରେ ଥିବା ତାଙ୍କର ସମସ୍ତ ଦ୍ରବ୍ୟ ଦେଖାଇଲେ, ଯାହା ହିଜକିୟ ତାଙ୍କ ଗୃହରେ ଓ ସମଗ୍ର ରାଜ୍ୟରେ ଏପରି ଜିନିଷ ନ ଥିଲା।

Viz kapitola kopírovat




2 ରାଜାବଳୀ 20:13

Následuj nás:

Reklamy


Reklamy