2 ରାଜାବଳୀ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର। ଆଉ ହିଜକୀୟ ଅତିଶୟ ରୋଦନ କଲେ। Viz kapitolaଓଡିଆ ବାଇବେଲ3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ। Viz kapitolaପବିତ୍ର ବାଇବଲ3 “ହେ ସଦାପ୍ରଭୁ ମୁଁ ବିନୟ କରି କହୁଛି, ମୁଁ ସତ୍ୟତା ଓ ସର୍ବାନ୍ତଃକରଣରେ ତୁମ୍ଭ ସେବା କରି ଆସିଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର।” ତା'ପରେ ହିଜକିୟ ଅତିଶୟ ରୋଦନ କଲେ। Viz kapitola |