2 ରାଜାବଳୀ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaଓଡିଆ ବାଇବେଲ1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaପବିତ୍ର ବାଇବଲ1 ମନଃଶି ବାରବର୍ଷ ବୟସରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitola |