2 ରାଜାବଳୀ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ; Viz kapitolaଓଡିଆ ବାଇବେଲ14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ। Viz kapitolaପବିତ୍ର ବାଇବଲ14 ମୁଁ ମୋର ଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ୟାଗ କରିବି। ମୁଁ ସେମାନଙ୍କୁ ସେମାନଙ୍କର ଶତ୍ରୁ ହସ୍ତରେ ସମର୍ପଣ କରିବି। ସେମାନଙ୍କର ଶତ୍ରୁଗଣ ସେମାନଙ୍କୁ ଲୁଟ୍ କରିବେ ଏବଂ ସେମାନେ ସେମାନଙ୍କୁ ବନ୍ଦୀରୂପେ ନେଇଯିବେ। Viz kapitola |