Online Bible

- Reklamy -




2 ରାଜାବଳୀ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।

Viz kapitola kopírovat

ଓଡିଆ ବାଇବେଲ

24 ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।

Viz kapitola kopírovat

ପବିତ୍ର ବାଇବଲ

24 ମାତ୍ର ଜନ ସାଧାରଣ ସେହି ହତ୍ୟାକାରୀଙ୍କୁ, ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଥିଲେ ସେମାନଙ୍କୁ ବଧ କଲେ। ତା'ପରେ ସେମାନେ ତାଙ୍କର ପୁତ୍ର ଯୋଶିୟଙ୍କୁ ତାଙ୍କ ପଦରେ ରାଜା କରାଇଲେ।

Viz kapitola kopírovat




2 ରାଜାବଳୀ 21:24

Následuj nás:

Reklamy


Reklamy