2 ରାଜାବଳୀ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା; Viz kapitolaଓଡିଆ ବାଇବେଲ7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ7 ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ। Viz kapitola |