2 ରାଜାବଳୀ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟ-ମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ। Viz kapitolaଓଡିଆ ବାଇବେଲ9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ। Viz kapitolaପବିତ୍ର ବାଇବଲ9 ମାତ୍ର ସେମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣିଲେ ନାହିଁ। କିଣାନ ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସେମାନଙ୍କୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କୁ ବିନଷ୍ଟ କରାଗଲା, ଯେତେବେଳେ ଇସ୍ରାଏଲୀୟମାନେ ଦେଶକୁ ଆସିଲେ। Viz kapitola |