Online Bible

- Reklamy -




2 ରାଜାବଳୀ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।

Viz kapitola kopírovat

ଓଡିଆ ବାଇବେଲ

10 ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”

Viz kapitola kopírovat

ପବିତ୍ର ବାଇବଲ

10 ତା'ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହି‌ଲ୍‌‌‌କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା'ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା।

Viz kapitola kopírovat




2 ରାଜାବଳୀ 22:10

Následuj nás:

Reklamy


Reklamy