2 ରାଜାବଳୀ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା; ଆଉ ସେମାନେ ତାହା ସଙ୍ଗେ କଥୋପ-କଥନ କଲେ। Viz kapitolaଓଡିଆ ବାଇବେଲ14 ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ। Viz kapitolaପବିତ୍ର ବାଇବଲ14 ଏଣୁ ହିଲ୍କିୟ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟଦ୍ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ। Viz kapitola |