2 ରାଜାବଳୀ 22:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaଓଡିଆ ବାଇବେଲ19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitola |