2 ରାଜାବଳୀ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ। ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ। Viz kapitolaଓଡିଆ ବାଇବେଲ20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ। Viz kapitolaପବିତ୍ର ବାଇବଲ20 ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତିରେ ସେମାନଙ୍କ ସହିତ କବରରେ ସଂଗୃହୀତ ହେବ। ତୁମ୍ଭେ ଭୟଙ୍କର କ୍ଳେଶ ଦେଖିବ ନାହିଁ। କାରଣ ମୁଁ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।’” ଏହା ପରେ ସେମାନେ ପୁନର୍ବାର ରାଜାଙ୍କୁ ଏହି ସମାଗ୍ଭର ଦେଲେ। Viz kapitola |