2 ରାଜାବଳୀ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ବିନାଶ-ପର୍ବତର ଦକ୍ଷିଣପାର୍ଶ୍ଵରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ୍-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ। Viz kapitolaଓଡିଆ ବାଇବେଲ13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ। Viz kapitolaପବିତ୍ର ବାଇବଲ13 ରାଜା ଉଚ୍ଚସ୍ଥଳୀଗୁଡ଼ିକ ଅଶୁଚି କଲେ, ଯେଉଁସବୁ ଯିରୁଶାଲମର ପୂର୍ବରେ ବିନାଶ ପର୍ବତ ଉପରେ ଶଲୋମନଙ୍କ ଦ୍ୱାରା ଗଢ଼ା ହୋଇଥିଲା। ଇସ୍ରାଏଲର ରାଜା ଅଷ୍ଟାରୋତ ସମ୍ମାନାର୍ଥେ ସୀଦୋନୀୟମାନଙ୍କର ଭଣ୍ତ ଦେବୀଗଣ, କମୋଶ ପାଇଁ ମୋୟାବର ଭଣ୍ତ ଦେବତା ଏବଂ ମିଲ୍କମ ପାଇଁ ଅମୋନୀୟମାନଙ୍କର ଭଣ୍ତ ଦେବତା ପାଇଁ ତିଆରି ହୋଇଥିଲା। Viz kapitola |