Online Bible

- Reklamy -




2 ରାଜାବଳୀ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆହୁରି ବୈଥେଲରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ; ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକି ଦଗ୍ଧ କଲେ।

Viz kapitola kopírovat

ଓଡିଆ ବାଇବେଲ

15 ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।

Viz kapitola kopírovat

ପବିତ୍ର ବାଇବଲ

15 ନବାଟଙ୍କ ପୁତ୍ର ଯାରବିୟାମ ବୈଥେ‌ଲ୍‌ରେ ଯେଉଁ ଯଜ୍ଞବେଦି ନିର୍ମାଣ କରି ଇସ୍ରାଏଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟ ସେହି ପ୍ରସ୍ତରକୁ ପେଷି ଚୂର୍ଣ୍ଣ କଲେ ଓ ଆଶେରା ମୂର୍ତ୍ତିକୁ ଦ‌ଗ୍‌ଧ କଲେ।

Viz kapitola kopírovat




2 ରାଜାବଳୀ 23:15

Následuj nás:

Reklamy


Reklamy