2 ରାଜାବଳୀ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitolaଓଡିଆ ବାଇବେଲ2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitolaପବିତ୍ର ବାଇବଲ2 ଏହା ପରେ ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗମନ କଲେ। ତାଙ୍କ ସହିତ ଯିହୁଦାର ସମସ୍ତ ଲୋକ, ଯିରୁଶାଲମର ସମସ୍ତ ବାସିନ୍ଦା, ଯାଜକମାନେ, ଭବିଷ୍ୟଦ୍ବକ୍ତାମାନେ ଓ ସମସ୍ତ ବଡ଼ରୁ ଛୋଟ ଗମନ କଲେ। ତହୁଁ ସଦାପ୍ରଭୁଙ୍କ ମନ୍ଦିରରୁ ପ୍ରାପ୍ତ ବ୍ୟବସ୍ଥା ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କର କର୍ଣ୍ଣ ଗୋଚର ହେବା ପାଇଁ ଯୋଶିୟ ରାଜା ପାଠ କଲେ। Viz kapitola |