Online Bible

- Reklamy -




2 ରାଜାବଳୀ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆହୁରି ସଦାପ୍ରଭୁ କହିଲେ, ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।

Viz kapitola kopírovat

ଓଡିଆ ବାଇବେଲ

27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”

Viz kapitola kopírovat

ପବିତ୍ର ବାଇବଲ

27 ସଦାପ୍ରଭୁ କହିଲେ, “ମୁଁ ଯିହୁଦାକୁ ଅପସାରଣ କରିବି, ଯେଭଳି ମୁଁ ଇସ୍ରାଏଲକୁ ମୋର ଦୃଷ୍ଟିରୁ ଅପସାରଣ କରିଛି। ମୁଁ ମୋର ମନୋନୀତ ସହର ଯିରୁଶାଲମକୁ ପରିତ୍ୟାଗ କରିବି।” ମୁଁ ଯେଉଁ ମନ୍ଦିର ବିଷୟରେ କହିଥିଲି, ‘ମୋର ନାମ ସେଠାରେ ରହିବ।’

Viz kapitola kopírovat




2 ରାଜାବଳୀ 23:27

Následuj nás:

Reklamy


Reklamy