Online Bible

- Reklamy -




2 ରାଜାବଳୀ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ଥଲେ।

Viz kapitola kopírovat

ଓଡିଆ ବାଇବେଲ

31 ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ

31 ଯିହୋୟାହସ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ତେଇଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ତିନି ମାସ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହମୁଟଲ୍, ସେ ଲି‌ବ୍‌ନା ନିବାସୀ ଯିରିମିୟର କନ୍ୟା ଥିଲେ।

Viz kapitola kopírovat




2 ରାଜାବଳୀ 23:31

Následuj nás:

Reklamy


Reklamy